ଧରମପୁରରେ କଣ୍ଟେନମେଣ୍ଟ ଅବଧି ବଢିଲା

ସଜନାଗଡ଼, ୨୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଧରମପୁର ପଞ୍ଚାୟତରେ ଗତ ୨୦ ତାରିଖରେ ଜଣେ ୨ବର୍ଷର ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ଫଳରେ ଉକ୍ତ ଅଞ୍ଚଳର ୩ଟି ୱାର୍ଡ଼ ନଂ. ୯, ୧୦ ଓ ୧୧କୁ ୭ଦିନ ପାଇଁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ଏହାସହ ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ପ୍ରବେଶପଥଗୁଡ଼ିକୁ ମଧ୍ୟ ସିଲ୍‌ କରାଯାଇଥିଲା। ସୋମବାର ପୂର୍ବାହ୍ନରେ ଅବଧି ସରୁଥିବାର ଏହାକୁ ନଜରରେ ରଖି ଆଉ ୭ଦିନ ବୃଦ୍ଧି କରାଯାଇଥିବା ନୀଳଗିରି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?