ଧରାକୋଟ ବ୍ଲକ ନକଲି ସାର୍ଟିଫିକେଟ୍‌ରେ ନିଯୁକ୍ତି; ଧରାପଡ଼ିଲେ ଆଉ ୩ ଶିକ୍ଷକ

ବ୍ରହ୍ମପୁର ଅଫିସ୍‌,୭ା୧୧-ନିଯୁକ୍ତି ବେଳେ ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିରୋଧରେ ଆରମ୍ଭ ହୋଇଛି କାର୍ଯ୍ୟାନୁଷ୍ଠାନ।
ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଆଉ ୩ ଜଣ ଶିକ୍ଷକ ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଛନ୍ତି। ବୁଧବାର ଏନେଇ ଜିଲା ଶିକ୍ଷା ଅଧିକାରୀ ସନାତନ ପଣ୍ଡାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ନାମ ପ୍ରକାଶ କରାଯାଇନାହିଁ, ପରିଚୟ ଲୁଚାଇ ରଖାଯାଇଛି । ଧରା ପଡ଼ିଥିବା ସମସ୍ତ ୩ଜଣ ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଧରାକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ଧରାକୋଟ ବ୍ଲକର ଜଣେ ଶିକ୍ଷୟିତ୍ରୀ ଏବଂ ଅନ୍ୟ ୩ ଶିକ୍ଷକ ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଛନ୍ତି। ସେମାନଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି। ଫଳରେ ବ୍ଲକରେ ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷକଙ୍କ ସଂଖ୍ୟା ୭ରେ ପହଞ୍ଚିଛି ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri