‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍‌ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ ସୋମବାର ଶୂନ୍ୟକାଳରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ ଗୃହର ଦୃଷ୍ଟି ଆକର୍ଷଣ କରିଥିଲେ। ଧରିତ୍ରୀ ଦେଖାଇ ମହାରଥୀ କହିଥିଲେ ଯେ, ଜଗନ୍ନାଥ ଆମର ଆରାଧ୍ୟ ଠାକୁର। ମହାପ୍ରସାଦ ଆମ ସମସ୍ତଙ୍କ ପାଇଁ ଅମୃତ। ହେଲେ ମୋତେ ଲାଗୁଛି ମହାପ୍ରସାଦ ଏବେ ପଲିଥିନରେ ଆଣିବାକୁ ପଡ଼ିବ। ଆଉ କିଛି ସପ୍ତାହ ପରେ କାର୍ତ୍ତିକ ମାସ। ଲକ୍ଷଲକ୍ଷ ଶ୍ରଦ୍ଧାଳୁ ପୁରୀରେ ସମବେତ ହେବେ। ହେଲେ ନୀଳାଚଳ ଅବଢ଼ା ପାଇଁ କୁଡ଼ୁଆ ଅଭାବ ହେବ। କୁମ୍ଭକାରମାନେ ଫନୀ ପରେ ବହୁଳ ଭାବେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ସରକାର ୮,୨୦୦ ଟଙ୍କା ଲେଖାଏ ସହାୟତା ଦେଇଛନ୍ତି। ହେଲେ ତାହା ଯଥେଷ୍ଟ ନୁହେଁ। ମାଟିର ଅଭାବ ଦେଖାଦେଲାଣି। ଚାରିଆଡ଼େ କଙ୍କ୍ରିଟ୍‌ର ଜଙ୍ଗଲ। ଶାଳଘର ନାହିଁ। ତେଣୁ ସେମାନଙ୍କ ଅଣ୍ଟା ସଳଖି କରି ଛିଡ଼ା ହେବା ପାଇଁ ସରକାରୀ ସହାୟତାର ଆବଶ୍ୟକତା ରହିଛି। ପୁରୀ ସମେତ ବ୍ରହ୍ମଗିରି, ସତ୍ୟବାଦୀ ଓ ଅନ୍ୟ ଆଖପାଖ ଅଞ୍ଚଳର କୁମ୍ଭକାର ପରିବାର ଏହାଦ୍ୱାରା ଉପକୃତ ହେବେ। ତେଣୁ ବାଚସ୍ପତି ସେମାନଙ୍କୁ ସହାୟତା ପ୍ରଦାନ କରିବା ନେଇ ଶ୍ରୀମନ୍ଦିର ପ୍ରଶାସନକୁ ରୁଲିଂ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri