Posted inବରଗଡ଼

ଧରିତ୍ରୀରେ ପ୍ରକାଶିତ ଖବର ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୫।୫-ଉତ୍ତରପ୍ରଦେଶର ନୋଇଡ଼ାସ୍ଥିତ ଆର୍ଷ ଗୁରୁକୁଳରେ ବରଗଡ଼ ଜିଲାର ୪୨ଜଣ ଛାତ୍ରୀଛାତ୍ର ଫସି ରହିଛନ୍ତି। ଏ ନେଇ ଅଭିଭାବକମାନେ ସ୍ଥାନୀୟ ପ୍ରଶାସନ ନିକଟରେ ଦୃଷ୍ଟି ଆକର୍ଷଣ କରିଥିଲେ। ସୋମବାର ଏ ନେଇ ଧରିତ୍ରୀରେ ନୋଇଡ଼ାରେ ଫସିଛନ୍ତି ବରଗଡ଼ର ୪୨ ଛାତ୍ରୀଛାତ୍ରୀ ଶୀର୍ଷକ ପ୍ରକାଶ ପାଇଥିଲା। ମଙ୍ଗଳବାର ବରଗଡ଼ ଜିଲାର ସାମାଜିକ କର୍ମୀ ଦିବସ କୁମାର ସାହୁ ପ୍ରକାଶିତ ଖବରକୁ ଓଡ଼ିଶା ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରିବା ସହିତ ସେଠାରେ ଫସି ରହିଥିବା ଛାତ୍ରୀଛାତ୍ରମାନଙ୍କୁ ଉଦ୍ଧାର କରି ସେମାନଙ୍କ ଘରକୁ ପହଞ୍ଚାଇବାର ବ୍ୟବସ୍ଥା କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri