ବାରିପଦା ଅଫିସ,୮ା୧- ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ଏଣୁ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ୱାଜ ଜିଲାର ସମସ୍ତ ସ୍କୁଲ, କଲେଜକୁ ଦିନିକିଆ ଛୁଟି ଘୋଷଣା କରିଛନ୍ତି। ଏନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପକ୍ଷରୁ ପତ୍ର ସଂଖ୍ୟା ୧୭(୭ା୧ା୨୦୨୦)ରେ ସୂଚନା ପ୍ରଦାନ କରାଯାଇଛି।
ଅନ୍ୟପକ୍ଷେ ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ବୁଧବାର ହେବାକୁ ଥିବା ପରୀକ୍ଷାକୁ କୁଳପତି ପ୍ରଦୀପ କୁମାର ଚାନ୍ଦଙ୍କ ନିର୍ଦ୍ଦେଶ କ୍ରମେ ଘୁଞ୍ଚାଇ ଦିଆଯାଇଛି। ଏନେଇ ବିଶ୍ୱବିଦ୍ୟାଳୟର ପତ୍ର ସଂଖ୍ୟା ୬୪ (୭ା୧ା୨୦୨୦)ରେ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ପିଜି ବିଭାଗର ପ୍ରଥମ ଓ ପଞ୍ଚମ ସେମିଷ୍ଟର ପରୀକ୍ଷା ୨୭ ଜାନୁୟାରୀ, ଏଲଏଲବିର ପ୍ରଥମ ସେମିଷ୍ଟର ପରୀକ୍ଷା ୧୭ ଜାନୁୟାରୀ, ସ୍ପେଶାଲ ବିଇଡିର ଷଷ୍ଠ ସେମିଷ୍ଟର ପରୀକ୍ଷା ୨୨ ଜାନୁୟାରୀ ଓ ନର୍ସିଂ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷା ୧୦ ଜାନୁୟାରୀକୁ ଘୁଞ୍ଚାଇ ଦିଆଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...
ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…
ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...
ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ
କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...
ପ୍ରଶାସନର ଦାଦନ ମୁକ୍ତ ନେଇ…
ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...
ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍ କରି କହିଲେ ଯଦି ତୁମେ…
ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...
ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ
ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...
ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ
ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...
ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ
ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...
Archives


