ଧର୍ମଶାଳାକୁ ଫେରିଲେଣି ୯୩୨ ପ୍ରବାସୀ

ଧର୍ମଶାଳା,୨୩ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକକୁ ଶୁକ୍ରବାର ସୁଦ୍ଧା ୯୩୨ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ୪୫ ମହିଳା ଓ ୧୮ଜଣ ଛୋଟ ପିଲା ରହିଛନ୍ତି। ବ୍ଲକ ଅଞ୍ଚଳକୁ ସର୍ବାଧିକ ୨୩୨ଜଣ ତେଲେଙ୍ଗାନାରୁ ଫେରିଛନ୍ତି। ସେହିପରି ତାମିଲନାଡୁରୁ ୧୮୩, ଗୁଜୁରାଟରୁ ୧୧୨, ଆନ୍ଧ୍ରପ୍ରଦେଶରୁ ୯୦, କର୍ନାଟକରୁ ୬୧, ପଶ୍ଚିମବଙ୍ଗରୁ ୫୫ ଓ ମହାରାଷ୍ଟ୍ରରୁ ୪୧ଜଣ ଫେରିଛନ୍ତି। ଏମାନଙ୍କୁ ବିଭିନ୍ନ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି। ସେଠାରୁ ପର୍ଯ୍ୟାୟକ୍ରମେ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି ବୋଲି ବିଡିଓ ସ୍ମିତା ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?