ଧର୍ମଶାଳା ତହସିଲ ୩ ବାଲିଘାଟରେ ୧୪୪ ଧାରା ଜାରି

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ଜେନାପୁର, ବୃନ୍ଦାଦେଈପୁର ଓ ମର୍ଜିତାପୁର ବାଲି ଘାଟରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି ା ଧର୍ମଶାଳା ତହସିଲ ଓ ଜେନାପୁର ପୋଲିସ ମିଳିତ ଭାବେ ପ୍ରଥମେ ବୃନ୍ଦାଦେଈପୁର ବାଲିଘାଟରେ ପହଞ୍ଚତ୍ ନାଲି ପତାକା ଲାଗଇ ୧୪୪ ଧାରା ଜାରି କରିଥିଲେ। ପରେ ମର୍ଜିତାପୁର ଓ ଜେନାପୁର ଘାଟରେ ୧୪୪ ଧାରା ଜାରି କରିଥିଲେ। ଏଥିସହ ସୈରାତକୁ ସଂଯୋଗ କରୁଥିବା ରାସ୍ତାକୁ ଜେସିବି ସହାୟତାରେ କାଟି ଅଲଗା କରିଛନ୍ତି। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡାଙ୍କ ନେତୃତ୍ୱରେ ଅତିରିକ୍ତ ତହସିଲଦାର ଦେବୀ ପ୍ରସନ୍ନ ମହାନ୍ତି, ଜେନାପୁର ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ ଓ ଆର୍‌ଆଇ ସୁନୀଲ କୁମାର ନାୟକ ଓ ଏଆର୍‌ଆଇ ଚନ୍ଦନ କୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ। ସୂଚନା ଯୋଗ୍ୟ ଯେ, ଉପରୋକ୍ତ ବାଲିଘାଟଗୁଡିକରେ ବେଆଇନ ଭାବେ ବାଲିଚାଲାଣ କରାଯାଉଥିବା ସ୍ଥାନୀୟ ଲୋକେ ଜିଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri