ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା

ଗୁଣପୁର,୧୮ା୬(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏହି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନେ ଏପରି କାର୍ଯ୍ୟ ଆଉ କରିବୁ ନାହିଁ ବୋଲି କହିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ଘଟଣାରୁ ଜଣାପଡିଛି ସହରର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ସୁଇପର କଲୋନୀରେ ଧର୍ମାନ୍ତରୀକରଣ ଚାଲିଥିବା ନେଇ ଆରଏସ୍‌ଏସର କେତେକ କର୍ମକର୍ତ୍ତା ଖବରପାଇ ସେଠାକୁ ଯାଇଥିଲେ । ଘଟଣା ସ୍ଥଳରେ ପହଞ୍ଚତ୍ ସେମାନେ ଧର୍ମାନ୍ତରୀକରଣ କାର୍ଯ୍ୟକୁ ବିରୋଧ କରି ଏପରି ନ କରିବାକୁ କହିଥିଲେ। ମାତ୍ର ସମ୍ପୃକ୍ତ ବ୍ୟକ୍ତିମାନେ ତାହା ଶୁଣି ନ ଥିଲେ। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । ଶେଷରେ ଘଟଣା ନେଇ ପୋଲିସ ନିକଟରେ ଖବର ପହଞ୍ଚତ୍ବା ପରେ ପୋଲିସ ପହଞ୍ଚତ୍ ତନାଘନା କରିଥିଲା। ଧର୍ମାନ୍ତରୀକରଣ କରୁଥିବା ଲୋକମାନେ ଆଗକୁ ଏପରି କରିବୁ ନାହିଁ ବୋଲି ପୋଲିସ ସମ୍ମୁଖରେ କହିବା ପରେ ପରିସ୍ଥିତି ସୁଧୁରିଥିଲା। ତେବେ ଘଟଣା ନେଇ ପୋଲିସ ଉଭୟପକ୍ଷଙ୍କୁ ଥାନାକୁ ଡ଼କାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri