Categories: ଜାତୀୟ

ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାର

ନୂଆଦିଲ୍ଲୀ,୬।୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଡ.ଏନ୍‌.ଏସ୍‌. ଧର୍ମାଶକ୍ତୁଙ୍କୁ ଅନ୍ତର୍ଜାତୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନୀତ କରିଛନ୍ତି। ଲେପର୍ସି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି। ସମାଜରେ ଲେପର୍ସିକୁ ନେଇଥିବା ଧାରଣାରେ ବିଗତ ଦିନରେ ଯଥେଷ୍ଟ ପରିବର୍ତ୍ତନ ହୋଇଛି। ଏଭଳି କ୍ଷେତ୍ରରେ ଧର୍ମାଶକ୍ତୁଙ୍କ ସେବା ବେଶ୍‌ ପ୍ରଶଂସା ଯୋଗ୍ୟ ବୋଲି ରାଷ୍ଟ୍ରପତି କହିଛନ୍ତି।

Share