ଧର୍ମେନ୍ଦ୍ର ଓ ଜାପାନ ରାଷ୍ଟ୍ରଦୂତ ଏଚ୍‌.ଇ କେନଜି ହୀରାମାତସୁଙ୍କ ଆଲୋଚନା:ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮-୮(ବ୍ୟୁରୋ)କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନ ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଏହି ଅବସରରେ ଉଭୟ ଇସ୍ପାତ ଉପତ୍ାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଛନ୍ତି।