ଧାନଖଳାରେ ଅଗ୍ନିକାଣ୍ଡ

ପଡିଆ, ୧୩ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡିଆ ସଦର ମହକୁମାସ୍ଥିତ ଖ୍ରୀଷ୍ଟିଆନସାହିର ଚାଷୀ ଜାନରାଜୁ ନାରା ଅମଳ କରି ଖଳାରେ ନିଆଁ ଲାଗି ଧାନ ସବୁ ନଷ୍ଟ ହୋଇଯାଇଛି। ଫଳରେ ତାଙ୍କର ସବୁ ଧାନ ପୋଡି ପାଉଁଶ ହୋଇଯାଇଛି। ପଡିଆଠାରୁ ୨୫୦୦ମିଟର ଦୂର ପାମଗେଟା ରାସ୍ତା କଡରେ ଥିବା ନିଜ ଚାଷଜମି ପାଖରେ ଧାନଖଳା କରି ସେ ଧାନ ରଖିଥିଲେ। ସେହି ଖଳାରୁ ଟ୍ରାକ୍ଟର ଯୋଗେ ଅଧା ଧାନମଣ୍ଡିକୁ ନେଇଥିଲେ। ଆଉ ଅଧା ଘରକୁ ଆଣିବାକୁ ଗାଡି କରିଥିଲେ। ମାତ୍ର ଶୁକ୍ରବାର ମଧ୍ୟାହ୍ନରେ ହଠାତ ତାଙ୍କ ଖଳାରେ ନିଆଁ ଲାଗି ଯାଇଥିଲା। ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ଏବେ ଋଣ କିପରି ଶୁଝିବେ ଜାନରାଜୁ ଚିନ୍ତାରେ ପଡିଛନ୍ତି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍‌, ଭିତରେ ବସିଥିଲେ ଯାତ୍ରୀ

କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍‌ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା

କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ…

ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍‌ରେ ଫ୍ରାନ୍ସକୁ…

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri