ଧାନପେଷା ମେଶିନ ସଂସ୍ପର୍ଶରେ ଆସି ମହିଳା ଗୁରୁତର

ଆନନ୍ଦପୁର,୧୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅଧୀନ ଦରଡ଼ିପାଳ ଗ୍ରାମରେ ଜଣେ ମହିଳା ଧାନପେଷା ମେଶିନ୍‌ ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ଦରଡ଼ିପାଳ ଗ୍ରାମର ଗୁରୁତର ମହିଳା ସତ୍ୟଭାମା ରାଉତଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଗୁରୁବାର ସକାଳେ ସତ୍ୟଭାମା ଗ୍ରାମରେ ଥିବା ଏକ ମେଶିନ୍‌କୁ ଧାନ ପେଶିବା ପାଇଁ ନେଇଥିଲେ। ମେଶିନ ଡାଲାରେ ଧାନ ଢାଳିବା ସମୟରେ ଅସାବଧାନତା ବଶତଃ ତାଙ୍କ ଶାଢ଼ି ମେଶିନ ବେଲ୍ଟରେ ଗୁଡ଼ାଇ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?