ଧାନବାଦକୁ ଘାରିଛି କୁକୁର ଭୟ

ଧାନବାଦ: ରାସ୍ତା ସମସ୍ୟା କି ପରିମଳ ସମସ୍ୟାକୁ ନେଇ କୌଣସି ନଗର ନିଗମ ଚିନ୍ତିତ ହେଉଥିବାବେଳେ କୁକୁରଙ୍କୁ ନେଇ ଅସୁବିଧାରେ ପଡିଯାଇଛି ଝାଡ଼ଖଣ୍ଡର ଧାନବାଦ ସହର। ଆତଙ୍କବାଦୀଙ୍କ ଭୟ ସହରକୁ ଯେତିକି ନାହିଁ ତା’ଠାରୁ କୁକୁର ଭୟ ବେଶି ଘାରିଛି। ସହରରେ ପ୍ରତିଦିନ ୧୦୦ରୁ ୧୫୦ ଜଣ କୁକୁର କାମୁଡାରେ ଆକ୍ରାନ୍ତ ହେଉଛନ୍ତି। ବର୍ଷକୁ ୪୨,୦୦୦ ଲୋକ କୁକୁର କାମୁଡାର ଶିକାର ହୋଇ ଆଣ୍ଟି ରାବିସ ଇଞ୍ଜେକଶନ ନେଉଛନ୍ତି। ସକାଳ ହେବା କ୍ଷଣି କୁକୁରଙ୍କ ଆତଙ୍କ ଆରମ୍ଭ ହୋଇଯାଉଛି। ବୁଲାକୁକୁରଙ୍କ ବଂଶବୃଦ୍ଧି ରୋକିବାକୁ ୨୦୧୬ରେ ହୋଇଥିବା ଯୋଜନା ଫାଇଲରେ ରହିଯାଇଛି। ଷ୍ଟ୍ରଟ୍‌ ଡଗ୍‌ ବାର୍ଥ କଣ୍ଟ୍ରୋଲ ସୋସାଇଟି ଗଠନ ବି କରାଯାଇ ସୋସାଇଟି ଆକ୍ଟରେ ପଞ୍ଜୀକରଣ କରାଯାଇଥିତ୍ଲା। କିନ୍ତୁ ତିନିବର୍ଷ ପରେ ତାହାକୁ ନବୀକରଣ କରାଯାଇିପାରନି। ୯ ସଦସ୍ୟ ବିଶିଷ୍ଟ ଏହି କିମିଟିରେ ତିନି ବର୍ଷ ମଧ୍ୟରେ ଥରେ ବୈଠକ ହୋଇଛି। ୬ଥର ସୋସାଇଟି ରେଜିଷ୍ଟ୍ରେଶନ ଲାଗି ଚିଠି ଲେଖାଯାଇଥିଲେ ବି ତାହା ସମ୍ଭବ ହୋଇପାରିନାହିଁ। ନଗର ନିଗମର ଅବହେଳା ଯୋଗୁ ଗତ ଏକବର୍ଷ ମଧ୍ୟରେ କୁକୁର ୯୦୦ ଶିଶୁଙ୍କୁ କାମୁଡି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri