ଧାନବେଣୀ ଗାଁରେ ଧାନଚୋରଙ୍କୁ ରାତିରେ ମାଡ଼ି ବସିଲେ ଲୋକେ, ବହେ ଛେଚି ପୋଲିସ ଜିମାଦେଲେ

ପାଟଣା,୧୨।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଧାନବେଣୀ ଗ୍ରାମରେ ମଙ୍ଗଳବାର ଭୋରରୁ ଜଣେ ଧାନ ଚୋରଙ୍କୁ ଧରି ସ୍ଥାନୀୟ ବହେ ଛେଚିଛନ୍ତି।
ସୂଚନାନୁଯାୟୀ, ଅମଳ ପାଇଁ ରଖା ଯାଇଥିବା ଧାନ ବିଡାଗୁଡିକୁ ରାତିରେ ଉକ୍ତ ଗ୍ରାମର ବୈକୁଣ୍ଠ ମହାନ୍ତ ଚୋରି କରୁଥିବା ସମୟରେ ଗ୍ରାମବାସୀଙ୍କ ହାବୁଡ଼ରେ ପଡିଥିଲେ। ଗ୍ରାମବାସୀ ତାଙ୍କୁ ଧରି ମାଡ଼ ମାରିବା ପରେ ପୋଲିସଙ୍କୁ ଖବର ଦେଇଥିଲେ । ଖବର ପାଇ ପୋଲିସ ପହଞ୍ଚି ଆହତ ବୈକୁଣ୍ଠଙ୍କୁ ଉଦ୍ଧାର କରି ପାଟଣା ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ବୈକୁଣ୍ଠ ବିଭିନ୍ନ ସମୟରେ ଛେଳି, କୁକୁଡ଼ା ଓ ବଗିଚାରୁ ପରିବା ଚୋରି କରି ବଜାରରେ ବିକ୍ରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri