ଧାନମଣ୍ଡି ବନ୍ଦ ନେଇ ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗତ ରବିବାରଠାରୁ ଧାନମଣ୍ଡି ବନ୍ଦ ହୋଇଛି। ଏ ନେଇ ଧାନ ବିକ୍ରି କରିପାରି ନ ଥିବା ବହୁ ଚାଷୀ ଧର୍ମଗଡ଼ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିବା ଜଣାଯାଇଛି। ମଣ୍ଡି ଉପରେ ନିର୍ଭର କରୁଥିବା ବିକ୍ରମଗୁଡା, କେବେଡି, ଧର୍ମଗଡ, କାଶୀବାହାଲ, ତାଳପଦର, ବଗାଡ଼, ଆଦି ଅଞ୍ଚଳର ୨ ଶହ ୭ ଚାଷୀ ୧୫ ହଜାର ୯ ଶହ ୩୧ କ୍ୱିଣ୍ଟାଲ ଧାନ ବିକ୍ରି କରିପାରି ନାହାନ୍ତି। ବିଳମ୍ବରେ ମଣ୍ଡି ଖୋଲିବା ତଥା ମିଲର୍ସ ଓ ଯୋଗାଣ ବିଭାଗ ମଧ୍ୟରେ ସମନ୍ବୟ ଅଭାବ ଯୋଗୁଁ ଚାଷୀଙ୍କ ଧାନ ବିକ୍ରି ହୋଇପାରି ନ ଥିବା ଅଭିଯୋଗ ହୋଇଛି। ତେବେ ଉପଜିଲାପାଳଙ୍କ ଅନୁପସ୍ଥିତିରେ ସହଯୋଗୀ ଜିଲାପାଳ ହରେକୃଷ୍ଣ ବରିହା ଦାବିପତ୍ର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?