ଧାନରେ ମାଟିଆ ଗୁଣ୍ଡି ପୋକ: ଚିନ୍ତାରେ ଚାଷୀ

ନରାଜ, ୭ା୧୧(ଡି.ଏନ୍‌.ଏ.)- କଟକ-ବାଙ୍କୀ ମୁଖ୍ୟରାସ୍ତାକୁ ଲାଗିରହିଛି ବାଆଁ ରା ଅଞ୍ଚଳର ‘ବାଟି ସୋଅରା’ ଚାଷ ଜମି ଅଞ୍ଚଳ। ଏଠାରେ ବାଆଁ ରା ଓ କୁଅମଡା ଗ୍ରାମର ଚାଷୀମାନେ ଧାନ ଫସଲ କରିଥାନ୍ତି। ଯେହେତୁ ବାଆଁ ରା ପଞ୍ଚାୟତଟି ଚନ୍ଦକା-ଡମପଡା ହସ୍ତୀ ଅଭୟାରଣ୍ୟଠାରୁ ମାତ୍ର ୨କି.ମି ମଧ୍ୟରେ ଅବସ୍ଥିତ। ବିଭିନ୍ନ ସମୟରେ ହାତୀମାନେ ଆସି ଧାନ ଫସଲ ନଷ୍ଟ କରିଥାନ୍ତି। ଅପରପକ୍ଷେ ଏହି ଅଞ୍ଚଳରେ ଗୋରୁମାନଙ୍କୁ ନ ବାନ୍ଧି ବାହାରେ ଛାଡିଦେଉ ଥିବାରୁ ସେମାନେ ପଶି ଧାନଫସଲ ଖାଇ ନଷ୍ଟ କରିଥାନ୍ତି। ସେଥିପାଇଁ ‘ବାଟି ସୋଅରା’ ରେ ଚାଷୀମାନେ ଦୀର୍ଘ ବର୍ଷଧରି ଧାନଫସଲ କରୁ ନ ଥିଲେ। ମାତ୍ର ଚଳିତବର୍ଷ କେତେକ ଚାଷୀ ଏକତ୍ରିତ ହୋଇ ଚାଷ କରିଛନ୍ତି। ଧାନ ଫସଲ ମଧ୍ୟ ଭଲ ହୋଇଥିଲା। କିନ୍ତୁ କିଛିଦିନ ପରେ ଧାନରେ ‘ମାଟିଆ ଗୁଣ୍ଡି’ ପୋକ ଲାଗିଥିବା ଚାଷୀମାନେ ଦେଖିବାକୁ ପାଇଥିଲେ। ଏଥିପାଇଁ ଚାଷୀମାନେ ଏବେ ଚିନ୍ତାରେ ପଡିଯାଇଛନ୍ତି। କାରଣ ଏହା ଦ୍ୱାରା ଧାନ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ। ବୁଧବାର ଡମପଡା ବ୍ଲକ ଗ୍ରାମ କୃଷିସେବକ ମାଧବା ନନ୍ଦ ଓଝା, କୃଷକ ସାଥୀ ଡମ୍ବରୁଧର ସ୍ବାଇଁ ପ୍ରମୁଖ କୃଷିକ୍ଷେତ୍ର ପରିଦର୍ଶନ କରି ଚାଷୀମାନଙ୍କୁ ଆବଶ୍ୟକୀୟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri