ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ ହୋଇଛି।ଏବର୍ଷ ୭୪ ଲକ୍ଷ ମେଟ୍ରିକ ଟନ ଧାନ କିଣାଯାଇଛି। ଗତ ବର୍ଷ ୫୮ ଲକ୍ଷ ମେଟ୍ରିକ ଟନ ଧାନ କିଣା ଯାଇଥିଲା। ରବି ଧାନ ସଂଗ୍ରହ ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି।
ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…
ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…
ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ
ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…
ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ
ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…
ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ
ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍ ଖୁଣ୍ଟରୁ…
ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…
ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…
ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର
ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…
Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା
ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…
ଫେବୃଆରୀ ୨୦ରେ Odisha Budget 2026-27
ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…
Archives

