ଧାମନଗରରେ ସ୍ବାଧୀନତା ଦିବସ

ଧାମନଗର,୧୫।୮(ଡି.ଏନ୍‌.ଏ.): ଧାମନଗରରେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ନାୟକ, ତହସିଲରେ ତହସିଲଦାର ଦୁର୍ଗା ମୁର୍ମୁ, ଧୁଷୁରୀ ପୂଜ୍ୟପୂଜା ସଂସଦରେ ବିଧାୟକ ବିଷ୍ଣୁ ଚରଣ ସେଠୀ ପ୍ରମୁଖ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସେହିପରି ଧାମନଗର ଥାନା, ଧୁଷୁରୀ ଥାନା, ସରକାରୀ ବେସରକାରୀ ବିଦ୍ୟାଳୟରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର…

ମନରେଗା ଯୋଜନାରେ ମହାଘୋଟାଲା, ବର୍ଷେ ପରେ ବି ମିଳିଲାନି ପାଉଣା, ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଶ୍ରମିକ…

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା ବା ମନରେଗାକୁ ନେଇ ପୁଣି ସାମ୍ନାକୁ ଆସିଛି ବଡ଼ ଅଭିଯୋଗ। ବର୍ଷେ କାଳ ପରିଶ୍ରମ କରି ମଧ୍ୟ…

ଯୁବକଙ୍କୁ ଥାର୍ଡ ଡିଗ୍ରୀ ପ୍ରତିବାଦରେ ତାତିଲେ ଲୋକେ

ବାରଙ୍ଗ,୨୯।୫(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନାରେ ଥାର୍ଡ଼ ଡିଗ୍ରୀ ଘଟଣାରେ ଗୁରୁତର ଆହତ ହୋଇଥିବା ରାକେଶ ବେହେରା ଓରଫ ମୁନା କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri