Posted inଜାତୀୟ

ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ ହେବା ପରେ ଯେକୌଣସି ଭାରତୀୟ ଜମ୍ମୁ-କଶ୍ମୀର ଓ ଲଦାଖରେ ଜମି କିଣିପାରିବେ ବୋଲି କୁହାଯାଉଛି। ଏହାସହ ଯେ କୌଣସି ଭାରତୀୟ ରାଜ୍ୟ ସରକାରଙ୍କର ବିଭିନ୍ନ ପଦବୀରେ ରହିପାରିବେ। ଏବେ ଯେ କୌଣସି ଭାରତୀୟ ସେଠାରେ ଘର, ଫ୍ଲାଟ୍‌, ଜମି, ଦୋକାନ କ୍ରୟ କରିବାରେ କୌଣସି ଅସୁବିଧା ନାହିଁ। ସୂଚନାଯୋଗ୍ୟ, ପୂର୍ବରୁ ଏଠାରେ ଏସବୁ ସମ୍ପତ୍ତି କିଣିବାରେ ଅନୁମତି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri