ଧୂପବତି ଆମଦାନୀ ଉପରେ ଜାରି ହେଲା କଟକଣା

ନୂଆଦିଲ୍ଲୀ,୧-୯: ଦେଶରେ ଧୂପବତି ଆମଦାନୀ ଅହେତୁକ ବୃଦ୍ଧି ପାଇଥିବା ବେଳେ ଏଥିରେ ଲଗାମ ଲଗାଇବାକୁ ଯାଇ କେନ୍ଦ୍ର ସରକାର ଏହା ଉପରେ କଟକଣା ଜାରି କରିଛନ୍ତି। ଏଣିକି ଧୂପବତୀ ଆମଦାନୀକାରୀଙ୍କୁ ଏଥିପାଇଁ ଲାଇସେନ୍ସ ନେବାକୁ ହେବ। ଏ ସମ୍ପର୍କରେ ବୈଦେଶିକ ବାଣିଜ୍ୟ ମହାନିର୍ଦ୍ଦେଶାଳୟ(ଡିଜିଏଫ୍‌ଟି) ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନାଥାଉ କି, ଚାଇନା ଓ ଭିଏତନାମରୁ ବିପୁଳ ମାତ୍ରାରେ ଧୂପବତି ଆମଦାନୀ ହେଉଛି। ଡିଜିଏଫ୍‌ଟି ପକ୍ଷରୁ କୁହାଯାଇଛି ଯେ, ଧୂପବତି ଓ ସୁଗନ୍ଧିତ କରିବାରେ ବ୍ୟବହାର ହେଉଥିବା ସାମଗ୍ରୀଗୁଡ଼ିକର ଆମଦାନୀ ଉପରେ କଟକଣା ଜାରି କରାଯାଉଛି। ଏଭଳି ପଦାର୍ଥର ଆମଦାନୀ ୨୦୧୭-୧୮ରେ ୭୫.୧ ଲକ୍ଷ ଡଲାର ଥିଲା , ଯାହା କି ୨୦୧୮-୧୯ରେ ବୃଦ୍ଧି ପାଇ ୧.୨୩ କୋଟି ଡଲାରରେ ପହଞ୍ଚତ୍ଗଲାଣି। ଚଳିତ ବର୍ଷ ଏପ୍ରିଲ-ଜୁନରେ ଧୂପବତି ଓ ଅନ୍ୟ ସୁଗନ୍ଧଯୁକ୍ତ ସାମଗ୍ରୀ ଆମଦାନୀ ୧.୭୭ କୋଟି ଡଲାରରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri