ଧୋଇଗଲା ରାସ୍ତା: ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୭।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ରାଇକିଆ ପୂର୍ତ୍ତ ବିଭାଗର ଗଦଡ଼ିପୋଲ ଧୋଇ ହୋଇଯିବାରୁ ଗର୍ତ୍ତ ସୃଷ୍ଟିହୋଇଛି। ଏ ନେଇ ସିମନବାଡ଼ି-ରାଇକିଆକୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ବିପଦସଙ୍କୁଳ ପରିସ୍ଥିତିରେ ଯାନବାହନ ଚଳାଚଳ ହେଉଥିବା ଦେଖିବାକୁ ମିଳିଛି।
ନିମ୍ନମାନର କାର୍ଯ୍ୟ ଯୋଗୁ ଏପରି ହୋଇଥିବା ଶ୍ୟାମଘନ ପ୍ରଧାନଙ୍କ ସମେତ ରାଜେଶ ମହାପାତ୍ର, ମନୋରଞ୍ଜନ ବାଡତିଆ ପ୍ରମୁଖ ଗ୍ରାମବାସୀ ଅଭିଯୋଗ କରିଛନ୍ତି ।
ସୂଚନାଯୋଗ୍ୟ, ପ୍ରତିଦିନ ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ସମେତ ରାଇକିଆ, ଫୁଲବାଣୀ, ଜି.ଉଦୟଗିରି ଅଞ୍ଚଳକୁ ଏକାଧିକ ବସ ଚଳାଚଳ ସହ ହଜାର ହଜାର ଲୋକେ ଉକ୍ତ ରାସ୍ତା ଉପରେ ନିର୍ଭର କରୁଛନ୍ତି ା ଉକ୍ତ ପୋଲ ନିର୍ମାଣ ଶେଷ ହେବାର ଦୁଇବର୍ଷ ବିିତି ନ ଥିଲେ ସୁଦ୍ଧା ଏହା ଧୋଇଯିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri