Posted inଖେଳ

ଧୋନୀଙ୍କ ନାଁରେ ଚାଲିଛି ରେଷ୍ଟୁରାଣ୍ଟ: ପ୍ରଶଂସକଙ୍କୁ ମିଳୁଛି ମାଗଣା ଖାଦ୍ୟ

କୋଲକାତା, ୧୩।୬: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଏହି ବ୍ୟାଟ୍ସମ୍ୟାନ୍‌ଙ୍କ ଲୋକପ୍ରିୟତା ରହିଛି। ଧୋନୀଙ୍କ ଜଣେ ନିଆରା ପ୍ରଶଂସକ ହେଉଛନ୍ତି ଶମ୍ଭୁ। ସେ ପଶ୍ଚିମବଙ୍ଗର ଅଲ୍ଲୀପୁରଦ୍ୱାର ଜିଲାରେ ଏକ ହୋଟେଲ ଖୋଲିଛନ୍ତି। ଯାହାର ନାମ ରହିଛି ଏମଏସ ଧୋନୀ ରେଷ୍ଟୁରାଣ୍ଟ। ଏହି ରେଷ୍ଟୁରାଣ୍ଟର ଖାସ୍‌ କଥା ହେଉଛି ଏଠାରେ ଧୋନୀଙ୍କ ପ୍ରଶଂସକଙ୍କୁ ମାଗଣାରେ ଖାଦ୍ୟ ଦେଉଛନ୍ତି ଶମ୍ଭୁ। ଧୋନୀଙ୍କୁ ସେ ଛୋଟ ବେଳୁ ପସନ୍ଦ କରୁଛନ୍ତି, ତାଙ୍କଠାରୁ ଅନେକ କିଛି ଶିଖିବାକୁ ମିଳିଛି ବୋଲି କହିଛନ୍ତି ସେ। ସୁଯୋଗ ମିଳିଲେ ତାଙ୍କ ସହ ଭେଟ ହେବ ବୋଲି ସେ କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri