Posted inଖେଳ

ଧୋନୀଙ୍କ ପାଇଁ ଜୁନ୍‌ ୨୩ ଲକି କାହିଁକି

ନୂଆଦିଲ୍ଲୀ, ୨୩।୬- ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ କରାଯାଏ। କ୍ରିକେଟ୍‌ ଇତିହାସର ପ୍ରଥମ ଅଧିନାୟକ ଭାବେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ୩ଟି ମେଜର ଟ୍ରଫି ଜିତିବାର କିର୍ତ୍ତୀମାନ ସ୍ଥାପନ କରିଥିଲେ। ଅଧିନାୟକ ଭାବେ ସେ ୨୦୦୭ରେ ପ୍ରଥମ ଆଇସିସି ଟ୍ରଫି ଜିତିଥିଲେ। ଏହି ବର୍ଷ ଖେଳାଯାଇଥିବା ଆଇସିସି ଟି୨୦ ବିଶ୍ୱକପ୍‌ର ପ୍ରଥମ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ଧୋନୀଙ୍କ ନେତୃତ୍ୱଶୈଳୀକୁ ବେଶ୍‌ ପ୍ରଶଂସା କରାଯାଇଥିଲା। ସେହିଭଳି ଧୋନୀଙ୍କ ନେତୃତ୍ୱରେ ୨୦୧୧ରେ ଘରୋଇ ମାଟିରେ ଅନୁଷ୍ଠିତ ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଭାରତ ଚାମ୍ପିୟନ ହୋଇଥିଲା। ତେବେ ଠିକ୍‌ ୭ ବର୍ଷ ତଳେ ଅର୍ଥାତ୍‌ ୨୦୧୩ ଜୁନ୍‌ ୨୩ରେ ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫି ଫାଇନାଲ ମ୍ୟାଚ୍‌ ତାଙ୍କ ପାଇଁ ବେଶ୍‌ ଗୁରୁତ୍ୱ ବହନ କରେ। ଏହି ଦିନ ଇଂଲଣ୍ଡକୁ ହରାଇ ଧୋନୀ ଭାରତକୁ ୨ୟ ଥର ଲାଗି ଆଇସିସି ଚାମ୍ପିୟନ୍ସ ଟ୍ରଫି ଭେଟି ଦେଇଥିଲେ। ଏଥିସହ ବିଶ୍ୱର ପ୍ରଥମ ଅଧିନାୟକ ଭାବେ ଆଇସିସିର ୩ଟି ମେଜର ଟ୍ରଫି ଜିତିବାର ସୌଭାଗ୍ୟ ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri