Posted inଖେଳ

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି

କୋଲକାତା,୨୪।୧୧- ଦେଶର ପ୍ରଥମ ଭାରତୀୟ ଅଧିନାୟକ ଭାବେ ବିରାଟ କୋହଲି ରବିବାର କ୍ରମାଗତ ୭ ଟେଷ୍ଟ ଜିତି ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଦିବାରାତ୍ର ଟେଷ୍ଟକୁ ଭାରତ ଏକ ଇନିଂସ ଓ ୪୬ ରନ୍‌ରେ ମ୍ୟାଚ୍‌ ଜିତି ନେଇଛି। ଏହା କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍‌ିଆର କ୍ରମାଗତ ୭ ଟେଷ୍ଟ ବିଜୟ। ଏଥିସହ କୋହଲି ପୂର୍ବତନ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡକୁ ଅତିକ୍ରମ କରିଛନ୍ତି। ୨୦୧୩ରେ ଧୋନୀଙ୍କ ନେତୃତ୍ୱରେ ଭାରତ ଲମ୍ବା ଫର୍ମାଟରେ କ୍ରମାଗତ ୬ ମ୍ୟାଚ୍‌ ଜିତିଥିଲା। ଏତଦ୍‌ ବ୍ୟତୀତ ପିଙ୍କ ବଲ ଟେଷ୍ଟ ବିଜୟ ଭାରତ ପାଇଁ ଏକ ସ୍ବତନ୍ତ୍ର ରେକର୍ଡ ଅଧିକାରୀ ହୋଇଛି। ଟିମ୍‌ ଇଣ୍ଡିଆ କ୍ରମାଗତ ୪ ମ୍ୟାଚ୍‌କୁ ଇନିଂସ ବ୍ୟବଧାନରେ ଜିିତି ରେକର୍ଡ କରିଛି। ପ୍ରଥମ ଦଳ ଭାବେ ଏପରି କରିପାରିଛି। ଦିବାରାତ୍ର ଟେଷ୍ଟରେ ଭରତୀୟ ସ୍ପିନରମାନେ ଗୋଟିଏ ହେଲେ ଉଇକେଟ ନେଇ ପାରି ନ ଥିଲେ। ଏହା ବିଶ୍ୱ କ୍ରିକେଟରେ ଦ୍ୱିତୀୟ ଘଟଣା। ପ୍ରଥମ ଥର ପାଇଁ ୨୦୧୮ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?