Posted inଖେଳ

ଧୋନୀ କିଣିଥିଲେ ସେକେଣ୍ଡ ହ୍ୟାଣ୍ଡ ଏସ୍‌ୟୁଭି

କାର୍‌ ହେଉ କିମ୍ବା ବାଇକ୍‌ ପ୍ରତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭଲ ପାଇବା କାହାକୁ ଅଛୁପା ନୁହେଁ। ଏପରି କି ସେ ଗତ ମାସରେ ଏକ ସେକେଣ୍ଡ ହ୍ୟାଣ୍ଡ ଏସ୍‌ୟୁଭି କିଣିଛନ୍ତି। ୨୦ ବର୍ଷ ପୁରୁଣା ନିସାନ ଜୋଙ୍ଗା ୧୯୯୯ରେ ନିର୍ମାଣ କରାଯାଇଥିଲା। ଏକଦା ଏହା ଭାରତୀୟ ଆର୍ମି ଦ୍ୱାରା ବ୍ୟବହୃତ ହେଉଥିଲା। ଏସ୍‌ୟୁଭିର କାର୍ଯ୍ୟକାଳ ଶେଷ ହୋଇଯାଇଥିବାରୁ ଏହାକୁ ବିକ୍ର କରି ଦିଆଯାଇଛି। ଗ୍ରୀନ ରଙ୍ଗର ଏସ୍‌ୟୁଭିରେ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନଙ୍କ ଆବଶ୍ୟକତା ଅନୁଯାୟୀ କିଛି ପରିବର୍ତ୍ତନ କରାଯାଇଛି। ଏହାବାଦ୍‌ ତାଙ୍କ ନିକଟରେ ଫରାରୀ ୫୯୯ ଜିଟିଓ, ହାମର ଏଚ୍‌୨, ଜିଏମ୍‌ସି ସିଏରା ଓ ଜିପ ଗ୍ରାଣ୍ଡ ଚେରୋକି ଟ୍ରାକହକ ଭଳି ମୂଲ୍ୟବାଦ ୪ ଚକିଆ ଗାଡ଼ ରହିଛି। ତାଙ୍କ ବ୍ୟକ୍ତିଗତ ଗ୍ୟାରେଜ ଥିବା ଦୁଇ ଚକିଆ ଗାଡ଼ି ମଧ୍ୟରେ ନିଞ୍ଜା ଏଚ୍‌୨, କନଫେଡେରେଟ ହେଲକ୍ୟାଟ, ବିଏସ୍‌ଏ, ସୁଜୁକି ହାୟାବୁଶା, ନର୍ଟନ ଭିନ୍‌ଟେଜ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri