Posted inଖେଳ

ଧୋନୀ ଧୋନୀ ଗୁଞ୍ଜରିତ ହେଲା ଓ୍ବାଙ୍ଖ୍‌ଡେ

ମୁମ୍ବାଇ,୧୫।୧- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟଠାରୁ ଦୀର୍ଘଦିନ ହେଲା ଦୂରେଇ ରହିଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକ ଏବେ ମଧ୍ୟ ତାଙ୍କୁ ଅପେକ୍ଷା କରିରହିଛନ୍ତି। ଏଠାରେ ଭାରତ ବିପକ୍ଷ ଦିନିକିଆ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ଦଳ ୧୦ ଉଇକେଟରେ ଜିତିନେଇ ସିରିଜ୍‌ରେ ୧-୦ର ଅଗ୍ରଣୀ ହାସଲ କରିଛି। ମ୍ୟାଚ୍‌ରେ ନିୟମିତ ଉଇକେଟକିପର ରିଷଭ ପନ୍ତ ଆହତ ଥିବାରୁ ତାଙ୍କ ସ୍ଥାନରେ ଲୋକେଶ ରାହୁଲ ଉଇକେଟପଛରେ ରହିଥିଲେ। ମ୍ୟାଚ୍‌ରେ ସେ ଏକ ସହଜ କ୍ୟାଚ ହାତଛଡ଼ା କରିଥିଲେ। ଫଳରେ ଷ୍ଟାଡିୟମରେ ଉପସ୍ଥିତ ପ୍ରଶଂସକମାନେ ଧୋନୀ…ଧୋନୀ.. ନାରା ଲଗାଇବା ଆରମ୍ଭ କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri