ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ଜୁନାଗଡ,୧୫।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଗ୍ରାମରେ ୬ଟି ଟ୍ରାନ୍ସଫର୍ମର ଲଗାଯାଇ ୧୧୬ ଜଣ ବିପିଏଲ ପରିବାରଙ୍କୁ ବିଦ୍ୟୁତ ଯୋଗାଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଦ୍ୟୁତ୍‌ ବିଭାଗର ଏସ୍‌ଡିଓ ମନୋଜ ପଟ୍ଟନାୟକ, ସହକାରୀ ପରିଚାଳକ କୃଷ୍ଣଚନ୍ଦ୍ର ସ୍ବାଇଁ, ଯନ୍ତ୍ରୀ ସମୀର ସ୍ବାଇଁ, ଭବାନୀପାଟଣା ପୂର୍ବତନ ପୌରାଧ୍ୟକ୍ଷ ଆଦିତ୍ୟ ନନ୍ଦ, ଜୁନାଗଡ ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ ସାହୁ, ସମିତିସଭ୍ୟ ବିକାଶ ରଞ୍ଜନ ସରାଫ, ଦିନେଶ ବଗର୍ତ୍ତୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସୁରେଶ୍ୱରୀଙ୍କ ଘାଟଯାତ୍ରା: ମାନସିକ ପୂରଣ ପରେ କୁକୁଡ଼ା-ବୋଦା ବଳି ଦେଲେ ଭକ୍ତ

ରିଷିଡ଼ା,୨୬ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ପୋରକେଲା ପଞ୍ଚାୟତ କୁନ୍ଦେଇପାଲିସ୍ଥିତ ତେଲନଦୀ ଛତିଘାଟ କୂଳରେ ମା’ ସୁରେଶ୍ୱରୀ ମନଖାଇଙ୍କ ଐତିହାସିକ ଘାଟ ଯାତ୍ରା ଓ ଡଙ୍ଗା…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri