ନକଲି ଅଗ୍ନିଶମ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ, ୯ା୪- ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ କହଁର। ବାବୁଲ ନିଜକୁ ଅଗ୍ନିଶମ ବିଭାଗର କର୍ମଚାରୀ କହି ନକଲି ୟୁନିଫର୍ମ ପିନ୍ଧି ବୁଲୁଥିଲେ। ଖଜୁରିପଡ଼ା ଥାନା ଅଧିକାରୀ ରମାକାନ୍ତ ପାତ୍ର ବନ୍ଦସାହିରେ କରୋନା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ଯାଇଥିବା ବେଳେ ବାବୁଲୁଙ୍କୁ ଦେଖି ତାଙ୍କ ପରିଚୟପତ୍ର ମାଗିଥିଲେ। ବାବୁଲ ତାହା ଦେଖାଇ ନ ପାରିବାରୁ ଗିରଫ କରାଯାଇଥିଲା। ଜାମିନରେ ମୁକୁଳିବା ପରେ ବାବୁଲଙ୍କୁ ଦୁଡ଼ିପଡ଼ା ପଞ୍ଚାୟତର କରୋନା ଆଇସୋଲେଶନ ସେଣ୍ଟରରେ ୧୪ ଦିନ ପାଇଁ ରଖାଯାଇଛି। ଏ ନେଇ ଥାନାରେ ନଂ.୩୪/୨୦ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri