ନକାରାତ୍ମକ ମାନସିକତା ଓ ମସ୍ତିଷ୍କର କାର୍ଯ୍ୟଧାରା

ବ୍ୟସ୍ତମୟ ଜୀବନରେ ନିଜ ମାନସିକତାକୁ ସକାରାତ୍ମକ ରଖବା ହୁଏତ ଏତେଟା ସହଜ ନୁହେଁ। ହେଲେ ଅନ୍ୟପକ୍ଷରେ ତାହାକୁ ଅବହେଳା କରିବା ମଧ୍ୟ ଠିକ୍‌ ନୁହେଁ। ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର କ୍ୟାନସର ବିଶେଷଜ୍ଞମାନେ ଏକ ରୋଚକ ତଥ୍ୟ ସମାନାକୁ ଆଣିଛନ୍ତି। ଏକ ସଦ୍ୟତମ ଗବେଷଣାରୁ ସେମାନେ ଜାଣିପାରିଛନ୍ତି ଯେ, ଯଦି ଜଣେ ବ୍ୟକ୍ତିଙ୍କର ମାନସିକତା ଅଧିକାଂଶ ସମୟ ନକାରାତ୍ମକ ରହେ ଏବଂ ତାହା ଦୀର୍ଘଦିନ ଧରି ଲାଗି ରହେ ତେବେ ଏହାଦ୍ୱାରା ତାଙ୍କର ମସ୍ତିଷ୍କ କାର୍ଯ୍ୟଧାରା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ଅବସାଦକୁ ନେଇ ଗବେଷଣା କରିବା ବେଳେ ସେମାନେ ଏ ସମ୍ପର୍କରେ ସୂଚନା ପାଇଥିଲେ। ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଯଦି ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ନକାରାତ୍ମକ ମାନସିକତାର ସମ୍ମୁଖୀନ ହୁଅନ୍ତି, ତେବେ ତାହାର ପ୍ରଭାବ ମସ୍ତିଷ୍କ କାର୍ଯ୍ୟଧାରା ଉପରେ ପଡିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। କେତେକ ବ୍ୟକ୍ତିଙ୍କ ମାନସିକତାକୁ ନେଇ ଏ ସମ୍ପର୍କରେ ସର୍ଭେ ମଧ୍ୟ କରାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କଠାରେ ଏପରି ମସ୍ତିଷ୍କଜନିତ ସମସ୍ୟା ଦେଖିବାକୁ ମିଳିଥିଲା। ଅନ୍ୟପକ୍ଷରେ ଅଧିକାଂଶ ସମୟ ଅବସାଦଗ୍ରସ୍ତ ରହିବା ଦ୍ୱାରା ଶରୀରରେ କୋଷଗୁଡିକ ଦୁର୍ବଳ ହୋଇପଡନ୍ତି, ଯାହାଫଳରେ ମସ୍ତିଷ୍କର କାର୍ଯ୍ୟଧାରା ବାଧାପ୍ରାପ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri