Posted inଜାତୀୟ

ନଜରବନ୍ଦୀରେ ଓମାର ପାଳିରେ ୫୦ତମ ଜନ୍ମ ଦିବସ: ସାକ୍ଷାତ୍‌ ଲାଗି ପିତା ଫାରୁକ୍‌ଙ୍କୁ ବି ମିଳିଲାନି ଅନୁମତି

ଶ୍ରୀନଗର,୧୧।୩: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ୨୦୧୯ ଅଗଷ୍ଟ ୫ଠାରୁ ନଜରବନ୍ଦୀରେ ଅଛନ୍ତି। ନିଜ ଜନ୍ମଦିନକୁ ଓମାର ଧୁମ୍‌ଧାମ୍‌ରେ ପାଳନ କରିଥାନ୍ତି। ତେବେ ଚଳିତ ଥର ତାଙ୍କୁ ସାକ୍ଷାତ କରିବା ଲାଗି ଅନୁମତି ମିଳିଥିବା ୬ ଜଣଙ୍କ ଉପସ୍ଥିତିରେ ଓମାର ଜନ୍ମଦିନ ପାଳନ କରିଛନ୍ତି। କିଛି ଦୂରରେ ନଜରବନ୍ଦୀ ଥିବା ପିତା ଫାରୁକ୍‌ ଅବଦୁଲାଙ୍କୁ ବି ଓମାରଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ମିଳି ନ ଥିଲା। ଫାରୁକ୍‌ଙ୍କୁ ତାଙ୍କ ଘରେ ନଜରବନ୍ଦୀ ରଖାଯାଇଥିବାବେଳେ ଓମାରଙ୍କୁ ଶ୍ରୀନଗରର ଏକ ଗେଷ୍ଟ ହାଉସ୍‌ରେ ନଜରବନ୍ଦୀ ଭାବେ ରଖାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ଓମାରଙ୍କ ମା, ଭଉଣୀ ସାଫିୟା, ୨ ଦାଦା ପୁଅ ଏବଂ ଅନ୍ୟ ୨ଜଣ ସମ୍ପର୍କୀୟ କେକ୍‌ ଧରି ପହଞ୍ଚିଥିଲେ। ଓମାରଙ୍କ କିଛି ସାଙ୍ଗ ତାଙ୍କୁ ଭେଟିବା ଲାଗି ଅନୁମତି ଲୋଡ଼ିଥିଲେ। ତେବେ ସେମାନଙ୍କୁ ମନା କରି ଦିଆଯାଇଥିଲା। ସୂଚନାଯୋଗ୍ୟ, ଓମାର ୧୯୭୦ ମାର୍ଚ୍ଚ ୧୦ରେ ଇଂଲଣ୍ଡର ରଚଫୋର୍ଡଠାରେ ଜନ୍ମଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri