Posted inଜାତୀୟ

ନଜରବନ୍ଦୀ ପରେ ପ୍ରଥମ ଥର ଫାରୁକଙ୍କ ସହ ସାକ୍ଷାତ୍‌ କଲେ ୧୫ ଏନ୍‌ସି ନେତା

ଜମ୍ମୁ,୬।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବା ପରେ ପ୍ରଥମଥର ଲାଗି ନ୍ୟାଶନାଲ କନଫରେନ୍ସ(ଏନ୍‌ସି)ର ୧୫ ଜଣ ନେତା ନଜରବନ୍ଦୀ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଓ ତାଙ୍କ ପତ୍ନୀ ମୌଲି ଅବଦୁଲ୍ଲାଙ୍କୁ ସାକ୍ଷାତ୍‌ କରିଛନ୍ତି। ରବିବାର ଶ୍ରୀନଗରସ୍ଥିତ ଫାରୁକ ଅବଦୁଲ୍ଲାଙ୍କ ଘରେ ଏମାନେ ତାଙ୍କୁ ଭେଟିଛନ୍ତି। ସୂଚନାଯୋଗ୍ୟ, ଶନିବାର ଜମ୍ମୁ-କଶ୍ମୀର ରାଜ୍ୟପାଳ ଏହି ୧୫ ଜଣ ନେତାଙ୍କୁ ଫାରୁକଙ୍କ ସହ ସାକ୍ଷାତ୍‌ କରିବାକୁ ଅନୁମତ ପ୍ରଦାନ କରିଥିଲେ। ଏହାପରେ ନ୍ୟାଶନାଲ କନଫରେନ୍ସର ନେତା ଦେବେନ୍ଦ୍ର ରାଣା କହିଛନ୍ତି ଉଭୟ ସୁସ୍ଥ ଓ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଚ୍‌ଆଇଭି ବିରୋଧରେ ବୈଜ୍ଞାନିକଙ୍କ ବଡ଼ ସଫଳତା! ମାଙ୍କଡ଼ ଉପରେ ଚମକପ୍ରଦ ପରୀକ୍ଷା

ଓ୍ବାଂଶିଟନ୍‌, ୨୮।୧୦: ଏଡ୍‌ସ (ଏଚ୍‌ଆଇଭି) ସୃଷ୍ଟିକାରୀ ଭୂତାଣୁ ଶରୀରରେ ଲୁଚି ରହିବାର କ୍ଷମତା ରଖିଥାଏ। ଔଷଧ ଖାଇବା ବନ୍ଦ କରିଦେଲେ ଏହି ଲୁକ୍କାୟିତ ଭୂତାଣୁ ପୁନର୍ବାର ସକ୍ରିୟ…

ନଭେମ୍ୱର ପହିଲାରୁ ଚମକିବ ଭାଗ୍ୟ: ମହାଲକ୍ଷ୍ମୀ ରାଜଯୋଗରେ ମାଲାମାଲ୍‌ ହେବେ ୪ ରାଶି! ଘରକୁ ଆସିବ ଖୁସି ଖବର

କର୍କଟ ରାଶିରେ ମଙ୍ଗଳ ପୂର୍ୱରୁ ବିଦ୍ୟମାନ ଅଛନ୍ତି। କର୍କଟ ରାଶିରେ ଚନ୍ଦ୍ରଙ୍କ ପ୍ରବେଶ ହେତୁ ଉଭୟ ଗ୍ରହଙ୍କର ଯୁତି ସୃଷ୍ଟି ହେବ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଢିଯିବ LPG ଦର! ଏମାନଙ୍କୁ ଆଉ ମିଳିବନି ସିଲିଣ୍ଡର

ନୂଆଦିଲ୍‌ଲୀ,୨୮।୧୦: ଯଦି ଆପଣଙ୍କ ଘରେ ଏଲପିଜି (LPG) ସିଲିଣ୍ଡର ବ୍ୟବହାର ହୁଏ କିମ୍ୱା ଆପଣଙ୍କ ପାଖରେ ପିଏନଜି (PNG) ର ସଂଯୋଗ ଅଛି, ତେବେ ଏହି ଖବର…

ନିୟମରେ ବଡ଼ ପରିବର୍ତ୍ତନ! ମାତ୍ର ୧୫୦୦ ଟଙ୍କାରେ ମିଳିବ ବାର୍ଷିକ FASTag ପାସ୍‌, ଜାଣଣନ୍ତୁ କିପରି

ନୂଆଦିଲ୍ଲୀ,୨୮।୧୦(ପି.ଟି.): ଜାତୀୟ ରାଜପଥ (ଏନ୍‌ଏଚ୍‌) ଟୋଲ୍‌ ପ୍ଲାଜାର ୨୦ କିଲୋମିଟର ପରିସର ମଧ୍ୟରେ ବସବାସ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଆସନ୍ତା ନଭେମ୍ବର ୧ରୁ ନୂଆ ବାର୍ଷିକ ରିହାତି…

ଅଭିଷେକଙ୍କ ‘ଝଡ଼’ ଦେଖି କଡ଼ା ବାର୍ତ୍ତା ଦେଲେ ଗୌତମ ଗମ୍ଭୀର: ମାତ୍ର ୨ଟି ଶବ୍ଦରେ କହିଲେ…

ନୂଆଦିଲ୍ଲୀ,୨୯।୧୦:ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ର ଦମଦାର ବିଜୟ ହାସଲ କରିଛି। ଏହି ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ରେ…

ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…

ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ ।…

୧୯ ବଲ୍‌ରେ ୪୫ ରନ୍‌ ସତ୍ତ୍ୱେ ବୈଭବଙ୍କୁ ମିଳିବନି ସୁଯୋଗ? ଦିନେଶ କାର୍ତ୍ତିକ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଦମ୍‌ଦାର ପ୍ରଦର୍ଶନ କରିଛି । ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ…

ବାଇଗଣର ଅଭାବୀ ବିକ୍ରି, ଚିନ୍ତାରେ ଚାଷୀ: କିଲୋ ପ୍ରତି ବିକ୍ରି ହେଉଛି…

ବରଗଡ଼,୨୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷ, ଚାଷୀଙ୍କ ସମସ୍ୟା ଅସମାହିତ ରହିଛି। ଏଠାରେ କେବଳ ଧାନ ନୁହେଁ, ଅଣଧାନ ଫସଲରେ ମଧ୍ୟ ଚାଷୀମାନଙ୍କୁ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?