ନଜର ଆସିଲା ଶ୍ରଦ୍ଧା-ପ୍ରଭାସଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଓ ସାଉଥ୍‌ ଷ୍ଟାର ପ୍ରଭାସଙ୍କର ରୋମାଣ୍ଟିକ ଅନ୍ଦାଜ ଏବେ ସାମ୍ନାକୁ ଆସିଛି। ଅଗଷ୍ଟ ୩୦ରେ ରିଲିଜ୍‌ ହେବାକୁ ଥିବା ବଲିଉଡ୍‌ ମୁଭି ‘ସାହୋ’ରେ ଉଭୟ ନଜର ଆସିବେ। ହେଲେ ଏବେ ଏହାର ଏକ ପୋଷ୍ଟର ପ୍ରଭାସ ତାଙ୍କ ଇନଷ୍ଟାଗ୍ରାମରେ ଶେୟାର କରିବା ପରେ ଫିଲ୍ମକୁ ନେଇ ପୁଣି ଉତ୍ସାହିତ ହୋଇ ପଡିଛନ୍ତି ଦର୍ଶକେ। ଆକ୍ସନ, ସସପେନ୍ସ ଓ ରୋମାନ୍ସରେ ଭରପୁର ‘ସାହୋ’। ଏହା ଆସନ୍ତା ଅଗଷ୍ଟ ୧୫ରେ ରିଲିଜ୍‌ ହେବ ବୋଲି ପୂର୍ବରୁ ସ୍ଥିତ କରାଯାଇଥିବା ବେଳେ ନିର୍ମାତା କିନ୍ତୁ ପୁଣି ଥରେ ଏହାର ରିଲିଜ୍‌ ଡେଟ୍‌ ଘୁଞ୍ଚାଇ ଦେଇଛନ୍ତି। ତେବେ ପ୍ରଥମଥର ଲାଗି ପ୍ରଭାସ ଓ ଶ୍ରଦ୍ଧା ସ୍କ୍ରିନ୍‌ ଶେୟାର କରିଥିବାରୁ ଉଭୟଙ୍କ ଯୋଡିକୁ ଦେଖିବାକୁ ଦର୍ଶକେ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି। ଏବେ ପ୍ରଭାସ ଯେଉଁ ପୋଷ୍ଟରଟି ଶେୟାର କରିଛନ୍ତି ସେଥିରେ ସେ ଲେଖିଛନ୍ତି, ଡାର୍ଲିଂ ଆମେ ଆପଣଙ୍କ ପାଖକୁ ଅଗଷ୍ଟ ୩୦ରେ ଆସୁଛୁ। ଏଥିରେ ପ୍ରଭାସ ଏକ ଗୁଇନ୍ଦା କର୍ମୀ ଭାବେ ନଜର ଆସିବେ। ତେବେ ପୂର୍ବରୁ ଏହାର ଟିଜର୍‌ ରିଲିଜ୍‌୍‌ ହୋଇସାରିଥିବା ବେଳେ ଏହାର ଏକ ଗୀତ ମଧ୍ୟ ରିଲିଜ୍‌ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri