ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧) ସାଙ୍ଗହୋଇ ରବିବାର ସକାଳୁ ନିକଟସ୍ଥ ଭାର୍ଗବୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ବାପପୁଅ ଗାଧୋଉଥିବା ସମୟରେ ପ୍ରିତମ ନଦୀରେ ଭାସିଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ଓ ବ୍ରହ୍ମଗିରି ଅଗ୍ନୀ ସେବା ସଂସ୍ଥା ଘଟଣାସ୍ଥଳରେ ପହଞ୍ଚତ୍ ନଦୀ ମଧ୍ୟରେ ପ୍ରିତମକୁ ବହୁ ଖୋଜା ଖୋଜି ପରେ ନଦୀ ମଧ୍ୟରୁ ବାହାର କରିଥିଲେ ା ପ୍ରୀତମକୁ ଉଦ୍ଧାର କରି ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri