ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ

ପାଟଣା, ୨୮।୯( ସ୍ବ. ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦେଓ ନଦୀର ମଙ୍ଗଳପୁର ଘାଟରେ ଶନିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସକାଳୁ କେତେଜଣ ଲୋକ ନଦୀକୁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି ତୁରୁମୁଙ୍ଗା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି ନଦୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହ ୩/୪ ଦିନ ତଳର ବୋଲି ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri