‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ ଅଦ୍ୱୈତ ଭବନ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି। ନନ୍ଦିନୀ ଜଣେ ସାଲିସବିହୀନ ନେତ୍ରୀ ଥିଲେ। ତାଙ୍କର ସାହସିକତାର ପଟ୍ଟାନ୍ତର ନାହିଁ ବୋଲି ମତପ୍ରକାଶ ପାଇଥିଲା। ଏହି ଅବସରରେ ଜୟନ୍ତୀ କମିଟି ପକ୍ଷରୁ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ମନୋରଞ୍ଜନ ନନ୍ଦ, ନିରୁପମା ଦାସ, ପରେଶ ଚନ୍ଦ୍ର ପଟ୍ଟନାୟକ, ଦେବୀପ୍ରସାଦ ମିଶ୍ର ପ୍ରମୁଖ ନନ୍ଦିନୀ ଦେବୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଦୋକାନରୁ ୪୩ଟି ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri