Posted inଫୁରସତ

ନବଜାତକଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ ଡାକ୍ତର, କହିଲେ ୩୦ ହଜାର ପିଲାରେ ଏମିତି ହୋଇଥାନ୍ତି ଜଣେ

କର୍ଣ୍ଣାଟକର ବେଙ୍ଗାଲୁରୁ ହସ୍ପିଟାଲରେ ଏକ କନ୍ୟାସନ୍ତାନ ଜନ୍ମ ନେଇଛି। ଏହି ନବଜାତକଙ୍କୁ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇ କହିଲେ ୩୦ ହଜାର ପିଲାଙ୍କ ମଧ୍ୟରୁ ଜଣକର ଏପରି ହୋଇଥାଏ। ତେବେ ଅସଲ କଥା ହେଲା ହସ୍ପିଟାଲରେ ଜନ୍ମ ନେଇଥିବା ଏହି ନବଜାତକର ଦାନ୍ତ ଥିବା ଦେଖିବାକୁ ପାଇଥିଲେ ଡାକ୍ତର। ଏହା ପରେ ପରିବାର ଲୋକଙ୍କୁ ଦାନ୍ତ ଉପାଡ଼ି ଦେବା ପାଇଁ ପରାମର୍ଶ ଦେଇଥିଲେ। ଏପରି ଦାନ୍ତ ରହିଲେ ପିଲା ବଡ଼ ହେଲେ ସମସ୍ୟା ସୃଷ୍ଟି ହେବ। ଏହା କୌଣସି ସାଧାରଣ ଘଟଣା ନହେଁ, ପରିବାର ଲୋକେ ମଧ୍ୟ ଏଥିରେ ରାଜି ହୋଇଯାଇଥିଲେ। ପରେ ପିଲାର ୨ଟି ଦାନ୍ତକୁ ଡାକ୍ତର ଉପାଡ଼ିଦେଲେ। ଡାକ୍ତରଙ୍କ ସୂଚନା ଅନୁଯାୟୀ, ଶିଶୁପୁତ୍ର ଅପେକ୍ଷା ଶିଶୁକନ୍ୟାମାନଙ୍କ କ୍ଷେତ୍ରରେ ଏପରି ଦେଖିବାକୁ ମିଳିଥାଏ। ଜନ୍ମରୁ ଦାନ୍ତ ଥିଲେ ପିଲାଙ୍କୁ ଫିଡିଂ କରାଇବାରେ କଷ୍ଟ ହୋଇଥାଏ। ଏହି କାରଣରୁ ପିଲାଙ୍କୁ ଅଲସର ପରି ରୋଗ ମଧ୍ୟ ହୋଇଥାଏ।
କାହିଁକି ଜନ୍ମରୁ ହୋଇଥାଏ ଦାନ୍ତ : ଡାକ୍ତର କୁହନ୍ତି, ଯେତେବେଳେ ପିଲାମାନଙ୍କଠାରେ ହରମୋନ୍‌ ସନ୍ତୁଳନ ବିଗିଡ଼ି ଯାଇଥାଏ ସେତେବେଳେ ଜନ୍ମରୁ ଦାନ୍ତ ଉଠିଥାଏ। ଏହି ଦାନ୍ତ ହଳଦିଆ ରଙ୍ଗ ଦେଖାଯିବା ସହ ଛୋଟ ଏବଂ ଅର୍ଦ୍ଧ ବିକଶିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

କେଉଁଦିନ ହେବ ମହାବିନାଶକାରୀ ରାତି? ଜଣାପଡିଲା ପ୍ରଳୟର ତାରିଖ!

ବିଶ୍ୱାସ, ଇତିହାସ ଏବଂ ରାଜନୀତି ଉପରେ ହେଉଥିବା ବିତର୍କରେ ପ୍ରାୟତଃ ବିନାଶକାରୀ ରାତିର ଉଲ୍ଲେଖ କରାଯାଏ। ସମ୍ପ୍ରତି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri