ନବଜାତକ ପେଟ ବାହାରେ ପାକସ୍ଥଳୀ: ଚିକିତ୍ସା ପାଇଁ ଶିଶୁଭବନରେ ଭର୍ତ୍ତି

କଟକ ଅଫିସ,୧୭ା୨: କଟକ ଶିଶୁଭବନରେ ଜଣେ ନବଜାତକଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତାଙ୍କ ପେଟ ବାହାରକୁ ଲମ୍ବି ଆସିଛି ଅନ୍ତଃନଳୀ ଓ ପାକସ୍ଥଳୀ। ଶିଶୁଭବନ ଆଶୁ ଚିକିତ୍ସା କେନ୍ଦ୍ରର ୩୫ନଂ. ବେଡରେ ଉକ୍ତ ନବଜାତକଙ୍କୁ ରଖାଯାଇଛି। ଖୁବ୍‌ଶୀଘ୍ର ଅସ୍ତ୍ରୋପଚାର ମାଧ୍ୟମରେ ନବଜାତକଙ୍କ ପାକସ୍ଥଳୀ ଓ ଅନ୍ତଃନଳୀକୁ ପେଟ ଭିତରେ ରଖାଯିବ ବୋଲି ଡା. ପ୍ରଦୀପ କୁମାର ଜେନା କହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗଞ୍ଜାମ ଜିଲା ନୂଆସାହି ଗ୍ରାମର କୁମାର ଗୌଡଙ୍କ ସ୍ତ୍ରୀ ସୁଜାତା ଶନିବାର ବେଲଗୁଣ୍ଠା ଡାକ୍ତରଖାନାରେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ପରେ ଶିଶୁଟିର ପେଟ ବାହାରକୁ ଅନ୍ତଃନଳୀ ଓ ପାକସ୍ଥଳୀ ବାହାରିଥିବା ଡାକ୍ତରମାନଙ୍କ ନଜରକୁ ଆସିଥିଲା। ତୁରନ୍ତ ସୁଜାତା ଓ ନବଜାତକଙ୍କୁ ଶିଶୁଭବନକୁ ସ୍ଥାନାନ୍ତରିତ କରାଯାଇଥିଲା। ଆଶ୍ୱସ୍ତି ଫାଉଣ୍ଡେଶନ ଓ ଶ୍ରଦ୍ଧା ଫାଉଣ୍ଡେସନର କର୍ମକର୍ତ୍ତା ପୂଜା ପ୍ରିୟଦର୍ଶନୀ, ଅଭିନାଶ ସେନାପତି, ମାନସ ରଞ୍ଜନ ଦାସ, ସଂଗ୍ରାମ କେଶରୀ ଦାସ ପ୍ରମୁଖ ନବଜାତକର ଚିକିତ୍ସା ନେଇ ଅଣ୍ଟା ଭିଡ଼ିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri