ଖଲ୍ଲିକୋଟ,୨୨।୭(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ମଥୁରା ଓ ଭରସା ଗ୍ରାମ ମଧ୍ୟ ଭାଗରେ ଥିବା ଏକ ବ୍ରିଜ ତଳୁ ସୋମବାର ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବ୍ରିଜ ତଳେ ମୃତ ଶିଶୁକନ୍ୟା ପଡ଼ି ରହିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହନ୍ତ ଘଟଣାସ୍ଥଳରେ ପହଞ୍ଚତ୍ ମୃତ ଶିଶୁକନ୍ୟାକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି।
ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…
ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ
ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍ ପାତ୍ରଙ୍କୁ ଗତ ଏପ୍ରିଲ ୧୫…
ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ
ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…
ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…
ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…
ମୋରମ୍ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍ ଖାଦାନରେ ଶନିବାର ସକାଳେ ମୋରମ୍ ଖୋଳୁଥିବା ବେଳେ ପଥର…
ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…
ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…
ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍ ନେଇ ସଚେତନ
ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍ଡିପିଓ ସୁଜିତ…
Archives

