ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ ଦେବା ଜରୁରୀ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାଆନ୍ତି। ତେବେ ନବଜାତ ଶିଶୁଙ୍କ ପାଖରେ ଏମିତି କିଛି ଗୁଣ ରହିଛି ଯାହା ବିଷୟରେ ଅନେକଙ୍କୁ ଜଣା ନ ଥାଏ। କୁହାଯାଏ ସମୟ ପୂର୍ବରୁ ଜନ୍ମ ନେଇଥିବା ଅଧିକାଂଶ ଶିଶୁ ଲେକ୍ଟି ବା ବାଉଁଆ ହୋଇଥାଆନ୍ତି। ନବଜାତକ ଦେହରେ ଗୋଟିଏ କପ୍‌ରୁ କମ୍‌ ପରିମାଣର ରକ୍ତ ଥାଏ। ଏମାନଙ୍କ ଦେହରେ ଆଦୌ ବ୍ୟାକ୍ଟେରିଆ ନ ଥାଏ। ନବ ଜନ୍ମିତ ସନ୍ତାନମାନଙ୍କୁ କିଛିମାସ ପର୍ଯ୍ୟନ୍ତ ସବୁ କେବଳ କଳାଧଳା ଦେଖାଯାଇଥାଏ। କୁହାଯାଏ ଏମାନଙ୍କ କାନରେ ଅଧିକ ଗେଲ କଲେ ଭିବଷ୍ୟତରେ ବଧିର ହେବାର ଭୟ ରହିଥାଏ। ୪ ମାସ ପର୍ଯ୍ୟନ୍ତ ନବଜାତ ଶିଶୁ ଲୁଣର ସ୍ବାଦ ବାରିପାରି ନ ଥାଏ। କାରଣ ତା’ର କିଡ୍‌ନୀ ସମ୍ପୂର୍ଣ୍ଣ ଭାବେ ବିକଶିତ ହୋଇ ନ ଥାଏ। ବିଶେଷଜ୍ଞଙ୍କ କହିବା କଥା ହେଲା ଶିଶୁମାନେ ୨-୩ ବର୍ଷ ପର୍ଯ୍ୟନ୍ତ ସ୍ବପ୍ନ ଦେଖି ନ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?