ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଚାଷୀ ମେଳି

ସଜନାଗଡ଼, ୧୫।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଡ଼ିଆରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ଶହ ଚାଷୀଙ୍କୁ ନେଇ ଏକ ମେଳି ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଆରବନ୍ଧ ପଞ୍ଚାୟତରେ ଚାଷୀ କମିଟି ଗଠିତ ହୋଇଥିଲା।
ମେଳିରେ ଶ୍ରୀଧର ନାୟକ ସଭାପତିତ୍ୱ କରିଥିଲେ। ସଙ୍ଗଠନର ଉପଦେଷ୍ଟା ଭୋଳାନାଥ ବେହେରା ଯୋଗଦେଇ ଏବେ ବି ଆରବନ୍ଧ ପଞ୍ଚାୟତର ଅନେକ ବୃଦ୍ଧାବୃଦ୍ଧ ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚତ୍ତ ହେଉଛନ୍ତି। ଧାନମଣ୍ଡିରେ ଦଲାଲମାନଙ୍କ ଯୋଗୁ ଚାଷୀ ହଇରାଣ ହରକତ ହେଉଛନ୍ତି ବୋଲି ସେ କହିଥିଲେ। ନୀଳଗିରି କାର୍ଯ୍ୟକାରୀ ବ୍ଲକ ସଂଯୋଜକ ଜଳେନ୍ଦ୍ର ବିଶ୍ୱାଳ ଯୋଗଦେଇ ଚାଷୀ ଉପରେ ହେଉଥିବା ଅତ୍ୟାଚାରକୁ ସହ୍ୟ କରାଯିବ ନାହଁି ବୋଲି କହିଥିଲେ। ବୈଠକରେ ଜିଲା ସଂଯୋଜକ ଚନ୍ଦନ କୁମାର ଓ ପୁରୁଷୋତ୍ତମ ସାହୁ ଯୋଗଦେଇ ଆଗାମୀ ଦିନରେ ଚାଷୀଙ୍କ ଦାବି ନେଇ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦେଇଥିଲେ। ବୈଠକରେ କୈଳାସ ପୃଷ୍ଟି, ଛଚିନ୍ଦ୍ର ପୃଷ୍ଟି, ବାବୁଲି ନାୟକ, ବାଞ୍ଛାନିଧି ନାୟକ, ସର୍ବେଶ୍ୱର ଦାସ, ଯୋଗେନ୍ଦ୍ର ବେହେରା, ଭାସ୍କର ରାଉତ, ପାହାଡ଼ ସିଂ, ହରି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ରବୀନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri