ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ ନିର୍ଯାତନା ଦିଆଯାଇଥିବା ନେଇ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଶୁକ୍ରବାର ଏ ସମ୍ପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ. ୩୪୮/୧୯) ରୁଜୁ କରିଛି। ପୋଲିସ ଘଟଣାର ତଦନ୍ତ କରି ଶନିବାର ଦେବକୀଙ୍କ ସ୍ବାମୀ ସନ୍ତୋଷ ବାରିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ପୋଲିସ ସୂଚନା ଅନୁସାରେ, ଚାନ୍ଦବାଲି ଥାନା ଅଧୀନ ପାଗୁଡ଼ା ଗ୍ରାମର ପଞ୍ଚାନନ ବାରିକଙ୍କ ଝିଅ ଦେବକୀ ଦୁଇମାସ ତଳେ ସନ୍ତୋଷଙ୍କୁ ବିବାହ କରିଥିଲେ। ସେତେବେଳେ ବରପକ୍ଷଙ୍କ ଦାବି ମୁତାବକ ଯୌତୁକ ଦିଆଯାଇଥିଲା। ପରେ ଅଧିକ ଯୌତୁକ ଦାବି କରି ତାଙ୍କୁ ଶାଶୂଘର ଲୋକେ ନିର୍ଯାତନା ଦେଇଥିଲେ। ନିର୍ଯାତନା ସହି ନ ପାରି ଦେବକୀ ୫/୬ ଦିନ ପୂର୍ବେ ତାଙ୍କ ବାପଘରକୁ ଚାଲିଆସିଥିବା ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri