ଭଞ୍ଜନଗର,୬।୭(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ଗ୍ରାମର ନବବଧୂ ଶିବାନୀ ନାୟକଙ୍କ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। କେଉଁ କାରଣ ଓ କିପରି ମୃତ୍ୟୁ ଘଟିଛି ତାହା ଠିକ୍ ଭାବେ ଜଣାପଡ଼ି ନ ଥିଲେ ମଧ୍ୟ ବିଷକ୍ରିୟାରୁ ଶିବାନୀଙ୍କ ମୃତ୍ୟୁ ଘଟିଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଛି । ଥାନା ଅଧିକାରୀ ସୁଦିପ୍ତ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିବାନୀ ୫ ମାସ ପୂର୍ବେ ଡହର କାଳିଆ ନାୟକଙ୍କୁ ବିବାହ କରିଥିଲେ। ଶନିବାର ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକେ ଚିକିତ୍ସା ପାଇଁ ତାଙ୍କୁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଶିବାନୀଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।
ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…
ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…
ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି
ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…
ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା
ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…
ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା…
ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର
ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…
Archives

