ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ତ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ ପରେଡ୍ରେ ଅଭିବାଦନ ଗ୍ରହଣ କରିବା ପରେ ଜିଲା ସଦର ମହକୁମା ଡାକ୍ତରଖାନା ଓ ଉପକାରାଗାରରେ ଫଳ ଓ ମିଷ୍ଟାନ ବଣ୍ଟନ କରିଥିଲେ ା ଏହି କାର୍ଯ୍ୟକ୍ରମରେ ଜିଲାପାଳ ଡଃ. ଅଜିତ କୁମାର ମିଶ୍ର, ଏସ୍ପି ନୀତିନ୍ କୁସାଲକରଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
Posted inHome, Home Left, ଆମ ଜିଲା ଖବର, ନବରଙ୍ଗପୁର View All
ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…
IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…
ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…
ନୂଆଦିଲ୍ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…
ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି
ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…
କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…
ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…
ବସ୍ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼
କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…
ମୁକୁଳା ଡ୍ରେନ୍ରେ ପଡ଼ିଛି ଗାଈ
ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…
କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍
କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

