ନବୀନଙ୍କ ପଦକ୍ଷେପକୁ ଅନୁସରଣ କରୁ ପାର୍ଲାମେଣ୍ଟ: ସସ୍ମିତ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶ୍ୱବ୍ୟାପୀ ପ୍ରଭାବ ବିସ୍ତାର କରୁଥିବା କରୋନାକୁ ମୁକାବିଲା କରିବା ପାଇଁ ସମସ୍ତେ ଚେଷ୍ଟା କରୁଛନ୍ତି। କିଛିଦିନ ତଳେ ଓଡ଼ିଶାରେ କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଥିଲେ। ଏଥିସହିତ ବିଧାନସଭା ପରିସରରେ ଏକ ହାତଧୁଆ କାର୍ଯ୍ୟକ୍ରମ କରାଯାଇ ଜନପ୍ରତିନିଧି ଏବଂ ଅଫିସରମାନଙ୍କୁ ସଚେତନ କରାଯାଇଥିଲା। ଅନୁରୂପଭାବେ ପାର୍ଲାମେଣ୍ଟ ଏମ୍‌ପିମାନଙ୍କ ପାଇଁ ତାହା କରାଯାଉ ବୋଲି ବିଜେଡିର ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ସୋମବାର କହିଛନ୍ତି।
ସେହିଭଳି ଏଟିଏମ୍‌ ମାଧ୍ୟମରେ ସାନିଟାଇଜର ଏବଂ ଆବଶ୍ୟକ ସାମଗ୍ରୀ ବିତରଣ, ବ୍ୟାପକ ସଂଖ୍ୟାରେ ଯାଞ୍ଚ କେନ୍ଦ୍ର, ଡାକ୍ତରମାନଙ୍କ ପାଇଁ ପିପି ସ୍ୟୁଟ୍‌, ସମସ୍ତ ବିମାନ ବନ୍ଦରରେ ଯାଞ୍ଚ କରାଯିବା ନେଇ ସସ୍ମିତ ଦାବି କରିଛନ୍ତି। ବର୍ତ୍ତମାନ କେବଳ ଅନ୍ତର୍ଜାତୀୟ ବିମାନ ବନ୍ଦରଗୁଡିକରେ ଯାଞ୍ଚ କରାଯାଉଥିବା ସସ୍ମିତ ସୂଚନା ଦେଇଥିଲେ। କରୋନା କାରଣରୁ ସାରା ଦେଶର ଏକ ସ୍ବାସ୍ଥ୍ୟଜନିତ ଜରୁରିକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି। ଏହା ଦ୍ୱାରା ଦେଶର ଏକ ବିରାଟ ଶ୍ରମଶକ୍ତି ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛି। ତେଣୁ ସେମାନଙ୍କ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ସସ୍ମିତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri