ନବୀନ ନିବାସ ଘେରାଉ କରିବ ଭାଜପା

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ କରାଯିବ ।
ମମିତା ମେହେରଙ୍କୁ ନ୍ୟାୟ ଦାବିରେ ଦଳ ରାଜରାସ୍ତାକୁ ଓହ୍ଲାଇବ। ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବିରେ ନବୀନ ନିବାସ ଘେରାଉ କରିବ ବୋଲି ସୂଚନା ରହିଛି। ଏହି ଆନ୍ଦୋଳନ ଦିନ ୧୧ଟାରେ ଭୁବନେଶ୍ବର ରାଜମହଲ ଛକ ନିକଟରୁ ଆରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri