ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ ପ୍ରୋଜେକ୍ଟର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇଛନ୍ତି। ଏହି ସମୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ ପର୍ଯ୍ୟଟକଙ୍କ ଉପରେ ବିଭିନ୍ନ କଟକଣା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?