Posted inଜାତୀୟ

ନଭେମ୍ବର ୮ରେ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨।୧୦: ନଭେମ୍ବର ୮ରେ ଭାରତ-ପାକିସ୍ତାନ କର୍ତ୍ତାରପୁର କରିଡର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କେନ୍ଦ୍ରମନ୍ତ୍ରୀ ହସ୍‌ରମିତ କୌର ଟୁଇଟ ଯୋଗେ ଏହି ସୂଚନା ଦେଇଛନ୍ତି। ପାକିସ୍ତାନରେ ଥିବା କର୍ତ୍ତାରପୁର ସାହିବ ଯିବା ପାଇଁ ନିର୍ମାଣ ଚାଲିଥିବା ଏହି କରିଡରକୁ ଭାରତୀୟ ସୀମାରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବେ ମୋଦି। ଗତ ସପ୍ତାହରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗୁରୁ ନାନକ ଦେବଙ୍କ ୫୫୦ ତମ ପ୍ରକାଶ ପର୍ବ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ କରିଥିଲେ। ଏହି କରିଡର ଯୋଗୁ ଶ୍ରଦ୍ଧାଳୁମାନେ ଏବେ ବେଶ ଆରାମରେ ଶ୍ରୀ କର୍ତ୍ତାରପୁର ସାହିବଙ୍କ ଦର୍ଶନ କରିପାରିବେ। ଗୁରୁ ନାନକ ଜୀଙ୍କ ଆଶୀର୍ବାଦ ଯୋଗୁ ଏହା ସମ୍ଭବ ହୋଇଛି ବୋଲି ହସ୍‌ରମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri