Posted inଜାତୀୟ

ନଭେମ୍ବର ୯ରେ ସରିବ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ: ୬ ଦିନ ମଧ୍ୟରେ ସରକାର ଗଠନ ନ ହେଲେ ହେବ ରାଷ୍ଟ୍ରପତି ଶାସନ ଜାରି !

ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକରେ ଘୋଡ଼ା ଛୁଟୁଛି। ସରକାର ଗଠନ ପାଇଁ ଶିବସେନା-ଭାଜପା ମଧ୍ୟରେ ଭିଡ଼ା ଓଟରା ଜାରି ରହିଛି। ତେବେ ଆଉ ୬ ଦିନ ମଧ୍ୟରେ ରାଜ୍ୟରେ ନୂଆ ସରକାର ଗଠନ ନ ହେଲେ ରାଷ୍ଟ୍ରପତି ଶାସନ ଜାରି ହେବାର ଆଶଙ୍କା ଦେଖାଦେଇଛି। ରାଜ୍ୟ ବିଧାନସଭାର କାର୍ଯ୍ୟକାଳ ନଭେମ୍ବର ୯ରେ ସରୁଛି। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସରକାର ଗଠନ ହେବା ଆବଶ୍ୟକ ବୋଲି ସମ୍ବିଧାନ ବିଶାରଦ ମତପୋଷଣ କରିଛନ୍ତି। ଅପରପକ୍ଷରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ଠିକ୍‌ ହୋଇ ନ ଥିବାବେଳେ ରାଜ୍ୟ ବିଧାନ ଭବନ ପରିସରରେ ଶପଥ ଗ୍ରହଣ ସମାରୋହ ପାଇଁ ପ୍ରସ୍ତୁତି ଜୋର୍‌ସୋର୍‌ ଆରମ୍ଭ ହୋଇଛି। ଏଠାରେ ନିୟୋଜିତ ଥିବା ଠିକାଦାରଙ୍କୁ କାମ ନଭେମ୍ବର ୫ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଗୁଆନ କାଠ ଗାଡ଼ି ଛାଡ଼ି ମାଫିଆ ଫେରାର, ପାଟ୍ରୋଲିଂ ସମୟରେ ବନ କର୍ମଚାରୀ ଅଟକାଇବାରୁ…

ମୋହନା,୧୦ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ବନାଞ୍ଚଳରେ ବନ ବିଭାଗକୁ ବଡ଼ ସଫଳତା ମିଳିଛି। ଏକ ପିକଅପ୍‌ ଗାଡ଼ିରୁ ୪୨ ଖଣ୍ଡ ଚୋରା ଶାଗୁଆନ…

ବଡ଼ ପ୍ୟାକେଜ୍‌ ନେଇ ଭାରତ ଆସିଛନ୍ତି ପୁଟିନ: ରୁଷିଆର କେଉଁ ପ୍ରସ୍ତାବକୁ ‘ହଁ’ କହିବ ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ପୁଟିନଙ୍କ ଭାରତ ଗସ୍ତ ସମୟରେ ରୁଷିଆର ପଞ୍ଚମ ପିଢ଼ିର ଷ୍ଟେଲ୍ଥ ଫାଇଟର ଜେଟ…

DRS କ୍ରେଡିଟ୍‌ ଚୋରି ଅଭିଯୋଗ ଆଣିଲେ ଇଶାନ୍‌, ବୈଭବଙ୍କ ଜବାବରେ ଚୁପ୍‌ ହୋଇଗଲେ କ୍ୟାପଟେନ୍‌!

ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍‌ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri