Posted inଜାତୀୟ

ନମସ୍ତେ ଟ୍ରମ୍ପ୍‌: ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ୩୬ ଘଣ୍ଟା ଗସ୍ତ କାର୍ଯ୍ୟକ୍ରମରେ ୧୦୦ କୋଟିରୁ ଅଧିକ ଖର୍ଚ୍ଚ

ଅହମଦାବାଦ୍‌,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ତାଙ୍କ ପରିବାର ପାଇଁ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା କାର୍ଯ୍ୟରେ ୨୫ ହଜାରରୁ ଅଧିକ ପୋଲିସ କର୍ମୀଙ୍କୁ ମୁତୟନ କରାଯାଇଛି। ଟ୍ରମ୍ପ୍‌ଙ୍କ ୩୬ ଘଣ୍ଟିଆ ଗସ୍ତ କାର୍ଯ୍ୟକ୍ରମରେ ୧୦୦ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ ହେବ। ଟ୍ରମ୍ପ୍‌ ପରିବାର ସଦସ୍ୟଙ୍କ ଆଭ୍ୟନ୍ତରୀଣ ସୁରକ୍ଷା ଦାୟିତ୍ୱ ସମ୍ପୂର୍ଣ୍ଣ ଭାବେ ଆମେରିକା ସିକ୍ରେଟ୍‌ ସର୍ଭିସ୍‌ ହାତରେ ରହିବ। ସେହିପରି ଅନ୍ୟ ସୁରକ୍ଷାସ୍ତରଗୁଡ଼ିକର ଦାୟିତ୍ୱରେ ଏନ୍‌ଏସ୍‌ଜି, ଚେତକ କମାଣ୍ଡୋ, ଅର୍ଦ୍ଧ ସାମରିକ ସୁରକ୍ଷାକର୍ମୀ, ପୋଲିସକର୍ମୀଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

ପତ୍ନୀଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ପୂର୍ବତନ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ଚାଲିଥିଲା ଛାଡପତ୍ର ମାମଲା

ରିଚମଣ୍ଡ,୧୭।୪: ପୂର୍ବତନ ଭର୍ଜିନିଆ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଜଷ୍ଟିନ ଫେୟାରଫ୍ୟାକ୍ସଙ୍କ ସହ ଜଡିତ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ପୋଲିସ ଏବଂ କୋର୍ଟ ରେକର୍ଡ ଅନୁଯାୟୀ, ଫେୟାରଫ୍ୟାକ୍ସ…

ଖୁସିରେ ଗଦଗଦ ପାକିସ୍ତାନ! ଟ୍ରମ୍ପଙ୍କ ପରେ ଏହି ଦେଶ କଲା ଖୁବ ପ୍ରଶଂସା

ଇସଲାମାବାଦ,୧୭।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପାକିସ୍ତାନକୁ ପ୍ରଶଂସା କରି କହିଛନ୍ତି ଯେ ଏହା ସଂଘର୍ଷ ରୋକିବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେ ମନ୍ତବ୍ୟ…

ପୁଣି ଉଛୁଳିଲା ଟ୍ରମ୍ପଙ୍କ ପାକିସ୍ତାନ ପ୍ରେମ, ଜାଣନ୍ତୁ ଏଥର କ’ଣ କହିଲେ

ଓ୍ବାଶିଂଟନ,୧୭।୪: ଗତ ଦେଢ଼ ମାସ ଧରି ମଧ୍ୟପ୍ରାଚ୍ୟରେ ଚାଲିଥିବା ବିସ୍ଫୋରକ ସଂଘର୍ଷ ମଧ୍ୟରେ, କୂଟନୈତିକ ଟେବୁଲରୁ ଗୁରୁତ୍ୱପୂର୍ଣ୍ଣ ଖବର ଏବେ ଛାଣି ହୋଇ ଆସୁଛି। ଆମେରିକା ରାଷ୍ଟ୍ରପତି…

ମୁଁ ୧୦୦ ପ୍ରତିଶତ ଫିଟ୍‌ ନାହିଁ: ଚାଞ୍ଚଲ୍ୟକର ଖୁଲାସା କଲେ କୋହଲି

ନୂଆଦିଲ୍ଲୀ,୧୭।୪: ୨୦୨୬ ଆଇପିଏଲ ସିଜିନରେ ବିରାଟ କୋହଲିଙ୍କ ବ୍ୟାଟିଂ ସଫଳ ହୋଇଛି। ତାଙ୍କ ବ୍ୟାଟିଂକୁ ବହୁତ ପ୍ରଶଂସା ମିଳୁଥିଲେ ମଧ୍ୟ ତାଙ୍କ ଫିଟନେସକୁ ମଧ୍ୟ ସମାନ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri