Posted inଖେଳ

ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର: ଉପରକୁ ଉଠିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୧୬।୧୧:ଭାରତର ନୂତନ ତାରକା ସୂର୍ଯ୍ୟକୁମାର ଯାଦବ ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗରେ ଶୀର୍ଷରେ ରହିଛନ୍ତି। ତାଙ୍କର ୮୫୯ ରେଟିଂ ପଏଣ୍ଟ ରହିଛି ଏବଂ ଦ୍ୱିତୀୟ ସ୍ଥାନରେ ଥିବା ମହମ୍ମଦ ରିଜୱାନଙ୍କ ଠାରୁ ସେ ୨୩ ପଏଣ୍ଟ ଆଗରେ ଅଛନ୍ତି। ରିଜୱାନରେ ୮୩୬ ରେଟିଂ ପଏଣ୍ଟ ଅଛି। ସୂର୍ଯ୍ୟକୁମାରଙ୍କ ବ୍ୟତୀତ ଶ୍ରେଷ୍ଠ ୧୦ରେ ଅନ୍ୟ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ନାହାଁନ୍ତି। ବିରାଟ କୋହଲି ଏକାଦଶ ସ୍ଥାନରେ ଅଛନ୍ତି। ଏଥି ସହିତ ହାର୍ଦ୍ଦିକ ପାଣ୍ଡ୍ୟା ଅଲରାଉଣ୍ଡର ମାନ୍ୟତାର ଶ୍ରେଷ୍ଠ ୧୦ରେ ସ୍ଥାନ ପାଇଛନ୍ତି। ସେ ତୃତୀୟ ସ୍ଥାନରେ ଅଛନ୍ତି। ହାର୍ଦ୍ଦିକ ଏବଂ ସୂର୍ଯ୍ୟକୁମାରଙ୍କ ବ୍ୟତୀତ କୌଣସି ଭାରତୀୟ ଖେଳାଳି ଟି-୨୦ ର଼୍ୟାଙ୍କିଙ୍ଗର ଶ୍ରେଷ୍ଠ ୧୦ରେ ନାହାଁନ୍ତି।
ବୋଲର ମାନ୍ୟତାରେ ଶ୍ରୀଲଙ୍କାର ଭାନିନ୍ଦୁ ହାସରାଙ୍ଗା ଶୀର୍ଷରେ ରହିଛନ୍ତି। ରସିଦ ଖାନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ଅଲରାଉଣ୍ଡର ମାନ୍ୟତାରେ ଶାକିବ ଅଲ ହାସନ, ମହମ୍ମଦ ନବୀ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଶୀର୍ଷ ତିନିଟି ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri